Numbers 8:9 — Compare Translations

5 translations compared side by side

Odia - 1840
"ତହୁଁ ତୁମ୍ଭେ ଲବେୀୟମାନଙ୍କୁ ସମାଗମ ତମ୍ବୁ ସମ୍ମୁଖ ରେ ଉପସ୍ଥିତ କରାଇବ। ତା'ପରେ ସମସ୍ତ ଇଶ୍ରାୟେଲ ସନ୍ତାନଗଣ ମଣ୍ତଳିକି ଏକତ୍ର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ଵୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏକତ୍ର କରିବଣ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ। ତା’ପରେ ସମସ୍ତ ଇସ୍ରାଏଲ ସନ୍ତାନଗଣ ମଣ୍ତଳୀକି ଏକତ୍ର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।