Numbers 9:1 — Compare Translations

5 translations compared side by side

Odia - 1840
"ଅନନ୍ତର ଲୋକମାନେ ମିଶର ଦେଶରୁ ବାହାରି ଆସିବାର ଦ୍ବିତୀୟ ବର୍ଷର ପ୍ରଥମ ମାସ ରେ ସୀନଯ ମରୁଭୂମିରେ ସଦାପ୍ରଭୁ ମାଶାଙ୍କେୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବ ଅନନ୍ତର ଲୋକମାନେ ମିଶର ଦେଶରୁ ବାହାରି ଆସିବାର ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ମରୁଭୂମିରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,