Numbers 9:11 — Compare Translations
5 translations compared side by side
Odia - 1840
"ଦ୍ବିତୀୟ ମାସର ଚତୁର୍ବ୍ଦଶ ଦିନ ଗୋଧୂଳି ସମୟରେ ସମାନେେ ତାହା ପାଳନ କରିବେ; ସମାନେେ ତାଡିଶୂନ୍ଯ ରୋଟୀ ଓ ପିତା ଶାଗ ସହିତ ତାହା ଭୋଜନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାଗ ସହିତ ତାହା ଭୋଜନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;