Numbers 9:13 — Compare Translations
5 translations compared side by side
Odia - 1840
"ମାତ୍ର ଯେ କହେି ଶୁଚି ଥାଇ ଓ ପଥିକ ନ ହାଇେ ନିସ୍ତାର ପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ଯରୁ ବହିଷ୍କାର କରାୟିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସହେି ମନୁଷ୍ଯ ଆପଣା ପାପ ବହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ;
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାରପର୍ବ ପାଳନ କରେ ନାହିଁ, ତାକୁ ତା’ର ଆପଣା ଲୋକମାନଙ୍କ ମଧ୍ୟରୁ ବହିଷ୍କାର କରାଯିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ;
Odia IRV 2017 (ଓଡିଆ ବାଇବେଲ)