Numbers 9:14 — Compare Translations

5 translations compared side by side

Odia - 1840
"ଆଉ ଯବେେ ତୁମ୍ଭମାନଙ୍କେ ମଧିଅରେ ପ୍ରବାସକାରୀ କୌଣସି ବିଦେଶୀଯ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତବେେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ବଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ଵଦେଶଜାତ କି ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାରପର୍ବର ବିଧି ଅନୁସାରେ ଓ ତହିଁର ଶାସନ ଅନୁସାରେ ତାହା ପାଳନ କରିବ; ସ୍ୱଦେଶୀ ହେଉ କି ବିଦେଶୀ ହେଉ, ଉଭୟଙ୍କ ପାଇଁ ବିଧି ସମାନ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ୱଦେଶଜାତ କିମ୍ବା ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ।”

Recommended Reading