Numbers 9:15 — Compare Translations
5 translations compared side by side
Odia - 1840
"ଯେଉଁଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସହେିଦିନ ମେଘ ନିଯମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ଯା ସମୟରୁ ପ୍ରଭାତ ପର୍ୟ୍ଯନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ଯ ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ଵୁକୁ ଆଚ୍ଛାଦନ କଲା; ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
Odia Bible ERV 2004 (ପବିତ୍ର ବାଇବଲ)
ମେଘ ଓ ଅଗ୍ନି ଯେଉଁ ଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସେହି ଦିନ ମେଘ ନିୟମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ୟ ଦେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
Odia IRV 2017 (ଓଡିଆ ବାଇବେଲ)
ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା