Numbers 9:16 — Compare Translations

5 translations compared side by side

Odia - 1840
"ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତି ରେ ଏହା ଅଗ୍ନିତୁଲ୍ଯ ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି ରାତ୍ରରେ ଅଗ୍ନିତୁଲ୍ୟ ଦେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତିରେ ଏହା ଅଗ୍ନିତୁଲ୍ୟ ଦେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନି ତୁଲ୍ୟ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି, ରାତ୍ରିରେ ଅଗ୍ନିତୁଲ୍ୟ ଦେଖାଗଲା।