Numbers 9:17 — Compare Translations
5 translations compared side by side
Odia - 1840
"ପୁଣି ଯେତବେେଳେ ସହେି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତବେେଳେ ଇଶ୍ରାୟେଲର ଲୋକମାନେ ୟାତ୍ରା କଲେ, ପୁଣି ସହେି ମେଘ ଯେଉଁଠା ରେ ରହିଲା, ଇଶ୍ରାୟେଲର ଲୋକମାନେ ସହେିଠା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେକୌଣସି ସମୟରେ ତମ୍ଵୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେସମୟ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରୁ ଗତି କଲା, ସେତେବେଳେ ଇସ୍ରାଏଲର ଲୋକମାନେ ଯାତ୍ରା କଲେ, ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲର ଲୋକମାନେ ସେହିଠାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।