Numbers 9:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ଇଶ୍ରାୟେଲ ଲୋକମାନେ ମେଘର ଗତିକୁ ଲକ୍ଷ୍ଯକରି ୟାତ୍ରା କଲେ ଓ ଛାଉଣୀ ସ୍ଥାପନ କଲେ, ଯେ ପର୍ୟ୍ଯନ୍ତ ସହେି ମେଘ ପବିତ୍ର ତମ୍ବୁଉପରେ ରହିଲା, ସେ ପର୍ୟ୍ଯନ୍ତ ସମାନେେ ଛାଉଣୀ ସ୍ଥାପନ କରି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ଲୋକମାନେ ମେଘର ଗତିକୁ ଲକ୍ଷ୍ୟକରି ଯାତ୍ରା କଲେ ଓ ଛାଉଣି ସ୍ଥାପନ କଲେ, ଯେପର୍ଯ୍ୟନ୍ତ ସେହି ମେଘ ପବିତ୍ର ତମ୍ବୁଉପରେ ରହିଲା, ସେ ପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।