Numbers 9:19 — Compare Translations
5 translations compared side by side
Odia - 1840
"ପୁଣି ଯେତବେେଳେ ସହେି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତବେେଳେ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ୟାତ୍ରା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ଵ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେତେବେଳେ ସେହି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତେବେଳେ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ଯାତ୍ରା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ଯେତେବେଳେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।