Numbers 9:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ଲୋକମାନଙ୍କୁ କୁହ, ସମାନେେ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନଙ୍କୁ କୁହ, ସେମାନେ ନିରୂପିତ ସମୟରେ ନିସ୍ତାରପର୍ବ ପାଳନ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
“ଇସ୍ରାଏଲ ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;