Numbers 9:20 — Compare Translations

5 translations compared side by side

Odia - 1840
"କବେେ କବେେ ସହେି ମେଘ ପବିତ୍ର ତମ୍ବୁ ଉପରେ ଅଳ୍ପ ସମୟ ରହିଲା, ସେ ସମୟରେ ସମାନେେ ଛାଉଣୀ କରି ରହିଲେ ଓ ମେଘର ଗତି ଅନୁସାରେ ଗତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେସମୟରେ ହେଁ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କେବେ କେବେ ସେହି ମେଘ ପବିତ୍ର ତମ୍ବୁ ଉପରେ ଅଳ୍ପ ସମୟ ରହିଲା, ସେ ସମୟରେ ସେମାନେ ଛାଉଣି କରି ରହିଲେ ଓ ମେଘର ଗତି ଅନୁସାରେ ଗତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।