Numbers 9:21 — Compare Translations
5 translations compared side by side
Odia - 1840
"ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ଯାଠାରୁ ପ୍ରଭାତ ପର୍ୟ୍ଯନ୍ତ ରହିଲା ଓ ପ୍ରଭାତ ରେ ମେଘ ଗତିକଲା। ତେଣୁ ଇଶ୍ରାୟେଲ ଲୋକମାନେ ମଧ୍ଯ ଗତି କଲେ। ସହେି ଦିନ ରେ କିମ୍ବା ରାତି ରେ ମେଘ ଗତି କରୁଥିଲା, ଇଶ୍ରାୟେଲର ଲୋକମାନେ ୟାତ୍ର ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯେବେ ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଗତିକଲା। ତେଣୁ ଇସ୍ରାଏଲ ଲୋକମାନେ ମଧ୍ୟ ଗତି କଲେ। ସେହି ଦିନରେ କିମ୍ବା ରାତିରେ ମେଘ ଗତି କରୁଥିଲା, ଇସ୍ରାଏଲର ଲୋକମାନେ ଯାତ୍ରା ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ; ଅବା ଯଦି ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯା’ନ୍ତେ, ସେମାନେ ଯାତ୍ରା କଲେ।