Numbers 9:22 — Compare Translations

5 translations compared side by side

Odia - 1840
"ଯଦି ସହେି ମେଘ ପବିତ୍ର ତମ୍ବୁ ଉପରେ ଦୁଇଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ୟାତ୍ରା ବନ୍ଦ କରି ଛାଉଣୀ ରେ ରହିଲେ, ପୁଣି ମେଘ ଯେତବେେଳେ ଗତି କରୁଥିଲା, ସମାନେେ ୟାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଇ ଦିନ କି ଏକ ମାସ କି ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ଵ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେହି ମେଘ ପବିତ୍ର ତମ୍ବୁ ଉପରେ ଦୁଇ ଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ଯାତ୍ରା ବନ୍ଦ କରି ଛାଉଣିରେ ରହିଲେ, ପୁଣି ମେଘ ଯେତେବେଳେ ଗତି କରୁଥିଲା, ସେମାନେ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।
Odia IRV 2017 (ଓଡିଆ ବାଇବେଲ)
ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ବ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯା’ନ୍ତେ, ସେମାନେ ଯାତ୍ରା କଲେ।