Numbers 9:23 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କ ଆଜ୍ଞା ରେ ଛାଉଣୀ ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞା ରେ ୟାତ୍ରା କଲେ। ସମାନେେ ମାଶାଙ୍କେ ଦ୍ବାରା ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସଦାପ୍ରଭୁଙ୍କୁ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ। ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କୁ ଅନୁସରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ।