Numbers 9:3 — Compare Translations
5 translations compared side by side
Odia - 1840
"ଏହିମାସ ଚତୁର୍ବ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭମାନେେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟାକାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”
Odia IRV 2017 (ଓଡିଆ ବାଇବେଲ)
ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ।”