Numbers 9:4 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ଇଶ୍ରାୟେଲ ଲୋକମାନଙ୍କୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ଇସ୍ରାଏଲ ଲୋକମାନଙ୍କୁ ନିସ୍ତାରପର୍ବ ପାଳନ କରିବା ପାଇଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ।