Numbers 9:5 — Compare Translations

5 translations compared side by side

Odia - 1840
"ତହିଁରେ ସମାନେେ ପ୍ରଥମ ମାସ ଚତୁର୍ବ୍ଦଶ ଦିନ ରେ ଗୋଧଳି ସମୟରେ ସୀନଯ ମରୁଭୂମିରେ ନିସ୍ତାର ପର୍ବ ପାଳନ କଲେ, ସଦାପ୍ରଭୁ ମାଶାଙ୍କେୁ ଯେପରି ଆଜ୍ଞା ଦଇେଥିଲେ ତଦନୁସା ରେ ଇଶ୍ରାୟେଲର ଲୋକମାନେ ସବୁ କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସବୁ କର୍ମ କଲେ।