Numbers 9:6 — Compare Translations
5 translations compared side by side
Odia - 1840
"ମାତ୍ର କେତକେ ଲୋକ ମନୁଷ୍ଯର ଶବ ସ୍ପର୍ଶ କରି ଅଶୁଚି ହବୋରୁ ସହେିଦିନ ସମାନେେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସମାନେେ ସହେିଦିନ ମାଶାେ ଓ ହାରୋଣଙ୍କ ନିକଟକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାରପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହି ଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହି ଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ।