Numbers 9:7 — Compare Translations
5 translations compared side by side
Odia - 1840
"ଏହି ଲୋକମାନେ ମାଶାଙ୍କେୁ କହିଲେ, ଶବ ସ୍ପର୍ଶ କରି ଆମ୍ଭମାନେେ ଅଶୁଚି ହାଇେଅଛୁ। ତେଣୁ ସମସ୍ତ ଇଶ୍ରାୟେଲୀୟମାନଙ୍କ ସହିତ ସଦାପ୍ରଭୁଙ୍କୁ ନିର୍ଦ୍ଧାରିତ ସମୟରେ ଉପହାର କରିବା ପାଇଁ କାହିଁକି ଆମ୍ଭମାନଙ୍କୁ ଅନୁମତି ଦିଆ ନୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଲୋକମାନେ ତାଙ୍କୁ କହିଲେ, ଆମ୍ଭେମାନେ ମନୁଷ୍ୟର ଶବ ଦ୍ଵାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କିହେତୁ ଆମ୍ଭେମାନେ ନିବାରିତ ହେଉ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ମୋଶାଙ୍କୁ କହିଲେ, “ଶବ ସ୍ପର୍ଶ କରି ଆମ୍ଭେମାନେ ଅଶୁଚି ହୋଇଅଛୁ। ତେଣୁ ସମସ୍ତ ଇସ୍ରାଏଲୀୟମାନଙ୍କ ସହିତ ସଦାପ୍ରଭୁଙ୍କୁ ନିର୍ଦ୍ଧାରିତ ସମୟରେ ଉପହାର କରିବା ପାଇଁ କାହିଁକି ଆମ୍ଭମାନଙ୍କୁ ଅନୁମତି ଦିଆ ନ ଯିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?”
Odia IRV 2017 (ଓଡିଆ ବାଇବେଲ)
ସେହି ଲୋକମାନେ ତାଙ୍କୁ କହିଲେ, “ଆମ୍ଭେମାନେ ମନୁଷ୍ୟର ଶବ ଦ୍ୱାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କି କାରଣରୁ ଆମ୍ଭେମାନେ ନିବାରିତ ହେଉଅଛୁ?”