Numbers 9:8 — Compare Translations
5 translations compared side by side
Odia - 1840
"ତବେେ ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ରୁହ, ତୁମ୍ଭମାନଙ୍କ ବିଷଯ ରେ ସଦାପ୍ରଭୁ କି ଆଜ୍ଞା ଦବେେ, ମୁଁ ପଚା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରୁହ, ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ମୁଁ ପଗ୍ଭରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ।”