Obadiah 1:11 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାୟେଲର ଶତୃମାନଙ୍କ ସହିତ ମିଶିଲ। ଅଜଣା ଲୋକ ଇଶ୍ରାୟେଲ ଧନ ସମ୍ପତ୍ତି ଅଧିକାର କଲେ। ବିଦେଶୀ ମାନେ ୟିରୁଶାଲମ ନଗରଦ୍ବାର ଦଇେ ପ୍ରବେଶ କଲେ। ସହେି ବିଦେଶୀମାନେ ୟିରୁଶାଲମର କେଉଁ ଅଂଶ ପାଇବେ ବୋଲି ବହୁ ପଥର ଫିଙ୍ଗିଲେ ତୁମ୍ଭେ ସମାନଙ୍କେ ମଧ୍ଯରୁ ଜଣେ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର-ଦ୍ଵାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଇସ୍ରାଏଲର ଶତ୍ରୁମାନଙ୍କ ସହିତ ମିଶିଲ। ଅଜଣା ଲୋକ ଇସ୍ରାଏଲ ଧନ ସମ୍ପତ୍ତି ଅଧିକାର କଲେ। ବିଦେଶୀମାନେ ଯିରୁଶାଲମ ନଗରଦ୍ୱାର ଦେଇ ପ୍ରବେଶ କଲେ। ସେହି ବିଦେଶୀମାନେ ଯିରୁଶାଲମର କେଉଁ ଅଂଶ ପାଇବେ ବୋଲି ବହୁ ପଥର ଫିଙ୍ଗିଲେ ତୁମ୍ଭେ ସେମାନଙ୍କ ମଧ୍ୟରୁ ଜଣେ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବୋହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର-ଦ୍ୱାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦିନ ତୁମ୍ଭେ ଅନ୍ୟ ପାଖରେ ଠିଆ ହେଲ, ଯେଉଁ ଦିନ ଅପରିଚିତ ଲୋକମାନେ ତାହାର ସମ୍ପତ୍ତି ବୋହି ନେଇଗଲେ ଓ ବିଦେଶୀୟମାନେ ତାହାର ସକଳ ନଗର ଦ୍ୱାରରେ ପ୍ରବେଶ କଲେ ଓ ଯିରୂଶାଲମ ଉପରେ ଗୁଲିବାଣ୍ଟ କଲେ, ସେଦିନ ତୁମ୍ଭେ ତ ସେମାନଙ୍କ ମଧ୍ୟରେ ଥିବା ଏକ ଜଣ ପରି ହୋଇଥିଲ।