Obadiah 1:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ଭାଇର ଦୁଃଖ ରେ ହସିଥିଲ। ତୁମ୍ଭେ ତାହା କରିବା ଉଚିତ ନଥିଲା। ଯେତବେେଳେ ଯିହୁଦା ଧ୍ବଂସ ହେଲା, ତୁମ୍ଭେ ଖୁସି ହେଲ। ତାହା ମଧ୍ଯ ତୁମ୍ଭର କରିବା ଉଚିତ୍ ନଥିଲା। ତୁମ୍ଭେ ସମାନଙ୍କେ ଦୁଃଖ ରେ ଯେଉଁ ବଡିମା ଦଖାଇେଲ ତାହା ତୁମ୍ଭର କରିବା ଉଚିତ୍ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ସନ୍ତାନଗଣର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କହ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ଭାଇର ଦୁଃଖରେ ହସିଥିଲ। ତୁମ୍ଭେ ତାହା କରିବା ଉଚିତ୍ ନ ଥିଲା। ଯେତେବେଳେ ଯିହୁଦା ଧ୍ୱଂସ ହେଲା, ତୁମ୍ଭେ ଖୁସୀ ହେଲ। ତାହା ମଧ୍ୟ ତୁମ୍ଭର କରିବା ଉଚିତ୍ ନ ଥିଲା। ତୁମ୍ଭେ ସେମାନଙ୍କ ଦୁଃଖରେ ଯେଉଁ ବଡ଼ିମା ଦେଖାଇଲ ତାହା ତୁମ୍ଭର କରିବା ଉଚିତ୍ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍‍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ଲୋକମାନଙ୍କର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଙ୍କଟ ଦିନରେ ଦର୍ପ କଥା କୁହ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଆପଣା ଭ୍ରାତାର ଦିନ ପ୍ରତି, ଅର୍ଥାତ୍‍, ତାହାର ଦୁର୍ଦ୍ଦଶା ଦିନ ପ୍ରତି ଅନାଅ ନାହିଁ ଓ ଯିହୁଦା ଲୋକମାନଙ୍କର ବିନାଶ ଦିନରେ ସେମାନଙ୍କ ବିଷୟରେ ଆନନ୍ଦ କର ନାହିଁ; କିଅବା ସଂକଟ ଦିନରେ ଦର୍ପ କଥା କୁହ ନାହିଁ।