Obadiah 1:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭ ଲୋକମାନଙ୍କର ନଗରଦ୍ବାର ଦଇେ ପ୍ରବେଶ କଲ ଏବଂ ଆମ୍ଭ ଲୋକମାନଙ୍କର ସମସ୍ଯା ରେ ଉପହାସ କଲ, ଯାହାକି କରିବା ତୁମ୍ଭର ଅନୁଚିତ ଥିଲା। ସମାନଙ୍କେର ଦୁଃଖ ସମୟରେ ତୁମ୍ଭେ ସମାନଙ୍କେର ଧନସମ୍ପଦ ନଲେ, ଯାହାକି କରିବା ତୁମ୍ଭର ଅନୁଚିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ଵାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭ ଲୋକମାନଙ୍କର ନଗରଦ୍ୱାର ଦେଇ ପ୍ରବେଶ କଲ ଏବଂ ଆମ୍ଭ ଲୋକମାନଙ୍କର ସମସ୍ୟାରେ ଉପହାସ କଲ, ଯାହାକି କରିବା ତୁମ୍ଭର ଅନୁଚିତ ଥିଲା। ସେମାନଙ୍କର ଦୁଃଖ ସମୟରେ ତୁମ୍ଭେ ସେମାନଙ୍କର ଧନସମ୍ପଦ ନେଲ, ଯାହାକି କରିବା ତୁମ୍ଭର ଅନୁଚିତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର-ଦ୍ୱାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ଲୋକମାନଙ୍କର ବିପତ୍ତି ଦିନରେ ସେମାନଙ୍କର ନଗର ଦ୍ୱାରରେ ପ୍ରବେଶ କର ନାହିଁ; ହଁ, ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କର କ୍ଳେଶ ପ୍ରତି ତୁମ୍ଭେ ଅନାଅ ନାହିଁ, ଅଥବା ସେମାନଙ୍କ ବିପତ୍ତି ଦିନରେ ସେମାନଙ୍କ ସମ୍ପତ୍ତିରେ ତୁମ୍ଭେମାନେ ହସ୍ତ ଦିଅ ନାହିଁ।