Obadiah 1:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ରାସ୍ତାର ଛକମାନଙ୍କ ରେ ଦଣ୍ତାଯମାନ ହାଇେଥିଲ ଏବଂ ନିର୍ବାସିତମାନଙ୍କୁ ଧ୍ବଂସ କରୁଥିଲ। ଜୀବନ ରକ୍ଷା ପାଇଁ ପଳାଯନ କରୁଥିବା ନିର୍ବାସିତମାନଙ୍କୁ ତୁମ୍ଭେ ସମାନଙ୍କେର ଅନୁଧାବନକାରୀମାନଙ୍କୁ ହସ୍ତଗତ କରି ଦେଲେ। ଯାହାକି ତୁମ୍ଭ ପକ୍ଷେ ଠିକ୍ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଂକଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ରାସ୍ତାର ଛକମାନଙ୍କରେ ଦଣ୍ଡାୟମାନ ହୋଇଥିଲ ଏବଂ ନିର୍ବାସିତମାନଙ୍କୁ ଧ୍ୱଂସ କରୁଥିଲ। ଜୀବନ ରକ୍ଷା ପାଇଁ ପଳାୟନ କରୁଥିବା ନିର୍ବାସିତମାନଙ୍କୁ ତୁମ୍ଭେ ସେମାନଙ୍କର ଅନୁଧାବନକାରୀମାନଙ୍କୁ ହସ୍ତଗତ କରିଦେଲ। ଯାହାକି ତୁମ୍ଭ ପକ୍ଷେ ଠିକ୍ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଙ୍କଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ପଳାତକମାନଙ୍କୁ ବଧ କରିବା ପାଇଁ ତୁମ୍ଭେ ଚୌମୁହାଣି ପଥରେ ଠିଆ ହୁଅ ନାହିଁ ଓ ସଂକଟ ଦିନରେ ତାହାର ଅବଶିଷ୍ଟ ଲୋକମାନଙ୍କୁ (ଶତ୍ରୁ ହସ୍ତରେ) ସମର୍ପଣ କର ନାହିଁ।