Obadiah 1:15 — Compare Translations
5 translations compared side by side
Odia - 1840
"ସବୁଦେଶ ପ୍ରତି ସଦାପ୍ରଭୁଙ୍କ ଦିନ ଆସି ଯାଉଛି। ତୁମ୍ଭମାନେେ ଯେଉଁସବୁ ମନ୍ଦକାର୍ୟ୍ଯ କରିଥିଲ, ତାହା ତୁମ୍ଭମାନଙ୍କ ପକ୍ଷ ରେ ଘଟିବ। ସହେି ଏକା ପ୍ରକାର ମନ୍ଦ ଜିନିଷ ତୁମ୍ଭମାନଙ୍କ ମୁଣ୍ତ ଉପରକୁ ଫରେି ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁଦେଶ ପ୍ରତି ସଦାପ୍ରଭୁଙ୍କ ଦିନ ଆସି ଯାଉଛି। ତୁମ୍ଭେମାନେ ଯେଉଁସବୁ ମନ୍ଦକାର୍ଯ୍ୟ କରିଥିଲ, ତାହା ତୁମ୍ଭମାନଙ୍କ ପକ୍ଷରେ ଘଟିବ। ସେହି ଏକା ପ୍ରକାର ମନ୍ଦ ଜିନିଷ ତୁମ୍ଭମାନଙ୍କ ମୁଣ୍ତ ଉପରକୁ ଫେରି ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସକଳ ଗୋଷ୍ଠୀ ଉପରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ; ତୁମ୍ଭେ ଯେପରି କରିଅଛ, ତୁମ୍ଭ ପ୍ରତି ସେହିପରି କରାଯିବ; ତୁମ୍ଭ କୃତ ବ୍ୟବହାରର (ପ୍ରତିଫଳ) ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।