Obadiah 1:16 — Compare Translations

5 translations compared side by side

Odia - 1840
"କାହିଁକି ତାହା ଘଟିବ? କାରଣ ତୁମ୍ଭେ ଆମ୍ଭ ପବିତ୍ର ପର୍ବତ ଉପ ରେ ରକ୍ତ ପାନ କରିଥିଲ। ତେଣୁ ସମସ୍ତ ଦେଶ ତୁମ୍ଭର ରକ୍ତ ପାନ କରିବ। ତୁମ୍ଭର ସମାପ୍ତି ଘଟିବ ଯେପରି ତୁମ୍ଭର କୌଣସି ସତ୍ତା ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
କାହିଁକି ତାହା ଘଟିବ? କାରଣ ତୁମ୍ଭେ ଆମ୍ଭ ପବିତ୍ର ପର୍ବତ ଉପରେ ରକ୍ତ ପାନ କରିଥିଲ। ତେଣୁ ସମସ୍ତ ଦେଶ ତୁମ୍ଭର ରକ୍ତ ପାନ କରିବ। ତୁମ୍ଭର ସମାପ୍ତି ଘଟିବ ଯେପରି ତୁମ୍ଭର କୌଣସି ସତ୍ତା ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ଆମ୍ଭ ପବିତ୍ର ପର୍ବତରେ ଯେପରି ପାନ କରିଅଛ, ସେପରି ସମୁଦାୟ ଗୋଷ୍ଠୀ ନିତ୍ୟ ନିତ୍ୟ ପାନ କରିବେ, ହଁ, ସେମାନେ ପାନ କରୁ କରୁ ଗିଳି ପକାଇବେ, ପୁଣି ଅଜାତର ତୁଲ୍ୟ ହେବେ।