Obadiah 1:19 — Compare Translations

5 translations compared side by side

Odia - 1840
"ଦକ୍ଷିଣର ଲୋକେ ଏଷୌର ପର୍ବତ ଉପ ରେ ବଞ୍ଚି ରହିବେ। ପାହାଡର ପାଦ ଦେଶ ରେ ଥିବା ଲୋକେ ପଲେଷ୍ଟୀୟ ରାଜ୍ଯ ଦଖଲ କରିବେ। ସହେି ଲୋକମାନେ ଇଫ୍ରଯିମ ଓ ଶମରିଯାର ରାଜ୍ଯ ରେ ବାସ କରିବେ। ବିନ୍ଯାମୀନ ଗିଲିଯଦ ଅଧିକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦକ୍ଷିଣର ଲୋକେ ଏଷୌର ପର୍ବତ ଉପରେ ବଞ୍ଚି ରହିବେ। ପାହାଡ଼ର ପାଦ ଦେଶରେ ଥିବା ଲୋକେ ପଲେଷ୍ଟୀୟ ରାଜ୍ୟ ଦଖଲ କରିବେ। ସେହି ଲୋକମାନେ ଇଫ୍ରୟିମ ଓ ଶମରିୟାର ରାଜ୍ୟରେ ବାସ କରିବେ। ବିନ୍ୟାମୀନ ଗିଲିୟଦ ଅଧିକାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।