Obadiah 1:2 — Compare Translations
5 translations compared side by side
Odia - 1840
"ଇଦୋମ, ଆମ୍ଭେ ତୁମ୍ଭକୁ ଏକ କ୍ଷୁଦ୍ରତମ ରାଜ୍ଯ କରିବି। ପ୍ରେତ୍ୟକକ ତୁମ୍ଭକୁ ଅତ୍ଯଧିକ ଘୃଣା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇଦୋମଙ୍କୁ କହନ୍ତି “ଇଦୋମ, ଆମ୍ଭେ ତୁମ୍ଭକୁ ଏକ କ୍ଷୁଦ୍ରତମ ରାଜ୍ୟ କରିବା। ପ୍ରତ୍ୟେକ ତୁମ୍ଭକୁ ଅତ୍ୟଧିକ ଘୃଣା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର କରିଅଛୁ; ତୁମ୍ଭେ ଅତିଶୟ ତୁଚ୍ଛୀକୃତ ଅଟ।