Obadiah 1:20 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ସମାନଙ୍କେର ଗୃହ ପରିତ୍ଯାଗ କରିବାକୁ ବାଧ୍ଯ ହାଇେଥିଲେ। କିନ୍ତୁ ସହେି ଲୋକମାନେ ସାରିଫତ୍ର ବାଟରେ ଥିବା କନାନୀଯ ରାଜ୍ଯକୁ ଅଧିକାର କରିବେ। ଯିହୁଦାର ଲୋକମାନେ ୟିରୁଶାଲମ ଛାଡିବାକୁ ବାଧ୍ଯ ହାଇେଥିଲେ ଏବଂ ସଫାରଦ ରେ ବାସ କଲେ। କିନ୍ତୁ ସମାନେେ ଦକ୍ଷିଣର ନଗରଗୁଡିକୁ ଅଧିକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କନାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମ; ସାରିଫତ୍ ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ ।ପ୍ର.ରା.୧୭:୯
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ସେମାନଙ୍କର ଗୃହ ପରିତ୍ୟାଗ କରିବାକୁ ବାଧ୍ୟ ହୋଇଥିଲେ। କିନ୍ତୁ ସେହି ଲୋକମାନେ ସାରିଫତ୍ର ବାଟରେ ଥିବା କନାନୀୟ ରାଜ୍ୟକୁ ଅଧିକାର କରିବେ। ଯିହୁଦାର ଲୋକମାନେ ଯିରୁଶାଲମ ଛାଡ଼ିବାକୁ ବାଧ୍ୟ ହୋଇଥିଲେ ଏବଂ ସଫାରଦରେ ବାସ କଲେ। କିନ୍ତୁ ସେମାନେ ଦକ୍ଷିଣର ନଗରଗୁଡ଼ିକୁ ଅଧିକାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।