Obadiah 1:21 — Compare Translations
5 translations compared side by side
Odia - 1840
"ବିଜତାକୋରୀମାନେ ସିୟୋନ ପର୍ବତ ଉପରକୁ ଯିବେ ଏବଂ ଏଷୌ ପର୍ବତ ବାସ କରୁଥିବା ଲୋକମାନଙ୍କୁ ଶାସନ କରିବେ ଏବଂ ରାଜ୍ଯ ସଦାପ୍ରଭୁଙ୍କର ଅଧିକୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାର-କର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ବିଜେତାକାରୀମାନେ ସିୟୋନ ପର୍ବତ ଉପରକୁ ଯିବେ ଏବଂ ଏଷୌ ପର୍ବତ ବାସ କରୁଥିବା ଲୋକମାନଙ୍କୁ ଶାସନ କରିବେ ଏବଂ ରାଜ୍ୟ ସଦାପ୍ରଭୁଙ୍କର ଅଧିକୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଷୌର ପର୍ବତର ବିଚାର କରିବା ନିମନ୍ତେ ଉଦ୍ଧାରକର୍ତ୍ତାମାନେ ସିୟୋନ ପର୍ବତକୁ ଆସିବେ; ପୁଣି, ରାଜ୍ୟ ସଦାପ୍ରଭୁଙ୍କର ହେବ।