Obadiah 1:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କୁହନ୍ତି, ଏପରିକି ତୁମ୍ଭେ ଯଦିଓ ଚିଲ ପକ୍ଷୀ ପରି ଉଚ୍ଚ ରେ ଉଡ ଏବଂ ତାରକା ଗହଳ ରେ ବସା ରଖ ତଥାପି ଆମ୍ଭେ ତୁମ୍ଭକୁ ସଠାରୁେ ନିମ୍ନକୁ ନଇେ ଆସିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ଵକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଇଦୋମ ନିମ୍ନକୁ ଆନୀତ ହେବେ ସଦାପ୍ରଭୁ ଏହା କୁହନ୍ତି, “ଏପରିକି ତୁମ୍ଭେ ଯଦିଓ ଚିଲ ପକ୍ଷୀ ପରି ଉଚ୍ଚରେ ଉଡ଼ ଏବଂ ତାରକା ଗହଳରେ ବସା ରଖ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ନିମ୍ନକୁ ନେଇ ଆସିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଲାଇ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଉର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା।