Obadiah 1:6 — Compare Translations
5 translations compared side by side
Odia - 1840
"କିନ୍ତୁ ଶତୃ ଏଷୌଙ୍କର ଗୁପ୍ତଭଣ୍ତାରକୁ ତନ୍ନ ତନ୍ନ କରି ଅନ୍ନଷେଣ କରିବେ ଏବଂ ସହେି ସମସ୍ତ ସମାନେେ ପାଇଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରା ଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରା ଯାଇଅଛି!
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶତ୍ରୁ ଏଷୌଙ୍କର ଗୁପ୍ତଭଣ୍ତାରକୁ ତନ୍ନ ତନ୍ନ କରି ଅନ୍ନେଷଣ କରିବେ ଏବଂ ସେହି ସମସ୍ତ ସେମାନେ ପାଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରାଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରାଯାଇଅଛି!
Odia IRV 2017 (ଓଡିଆ ବାଇବେଲ)
ଏଷୌର ସକଳ ବିଷୟ କିପରି ଅନୁସନ୍ଧାନ କରାଯାଇଅଛି! ତାହାର ଗୁପ୍ତ ଧନସବୁ କିପରି ଅନ୍ଵେଷଣ କରାଯାଇଅଛି!