Obadiah 1:7 — Compare Translations

5 translations compared side by side

Odia - 1840
"ସହେି ସମସ୍ତେ, ଯେଉଁମାନେ କି ତୁମ୍ଭର ପ୍ରକୃତ ବନ୍ଧୁ, ତୁମ୍ଭକୁ ବଳପୂର୍ବକ ତୁମ୍ଭର ଭୂମିରୁ ତଡି ଦବେେ। ତୁମ୍ଭର ବନ୍ଧୁ ତୁମ୍ଭକୁ ପ୍ରଲୋଭନ ଦଖାଇବେେ ଏବଂ ତୁମ୍ଭକୁ ଭୂଲ୍ କାର୍ୟ୍ଯ କରିବାକୁ ବାଧ୍ଯ କରିବେ। ତୁମ୍ଭର ବନ୍ଧୁ ଯେଉଁମାନଙ୍କ ସହିତ ମିଶି ସଂଗ୍ରାମ କରିଛ ଓ ଯେଉଁମାନଙ୍କ ସହିତ ମିଶି ଖାଅ, ସମାନେେ ତୁମ୍ଭ ପାଦତଳେ ଏକ ଫାଶ ବସାଇବା ପାଇଁ ଯୋଜନା କରନ୍ତି। ସମାନେେ କୁହା କୁହି ହୁଅନ୍ତି, ' ସେ କୌଣସି ବସ୍ତୁକୁ ସନ୍ଦହେ କରନ୍ତି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହୁଞ୍ଚାଇଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମସ୍ତେ, ଯେଉଁମାନେ କି ତୁମ୍ଭର ପ୍ରକୃତ ବନ୍ଧୁ, ତୁମ୍ଭକୁ ବଳପୂର୍ବକ ତୁମ୍ଭର ଭୂମିରୁ ତଡ଼ି ଦେବେ। ତୁମ୍ଭର ବନ୍ଧୁ ତୁମ୍ଭକୁ ପ୍ରଲୋଭନ ଦେଖାଇବେ ଏବଂ ତୁମ୍ଭକୁ ଭୁଲ୍ କାର୍ଯ୍ୟ କରିବାକୁ ବାଧ୍ୟ କରିବେ। ତୁମ୍ଭର ବନ୍ଧୁ ଯେଉଁମାନଙ୍କ ସହିତ ମିଶି ସଂଗ୍ରାମ କରିଛ ଓ ଯେଉଁମାନଙ୍କ ସହିତ ମିଶି ଖାଅ, ସେମାନେ ତୁମ୍ଭ ପାଦତଳେ ଏକ ଫାଶ ବସାଇବା ପାଇଁ ଯୋଜନା କରନ୍ତି। ସେମାନେ କୁହା କୁହି ହୁଅନ୍ତି, ‘ସେ କୌଣସି ବସ୍ତୁକୁ ସନ୍ଦେହ କରନ୍ତି ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।