Obadiah 1:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ସହେିଦିନ ଆମ୍ଭେ ଇଦୋମରୁ ଜ୍ଞାନୀ ଲୋକମାନଙ୍କୁ ଧ୍ବଂସ କରିବା। ଆମ୍ଭେ ଏଷୌ ପର୍ବତ ରେ ବୁଦ୍ଧିମାନ ଲୋକମାନଙ୍କୁ ଧ୍ବଂସ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ସେହି ଦିନ ଆମ୍ଭେ ଇଦୋମରୁ ଜ୍ଞାନୀ ଲୋକମାନଙ୍କୁ ଧ୍ୱଂସ କରିବା। ଆମ୍ଭେ ଏଷୌ ପର୍ବତରେ ବୁଦ୍ଧିମାନ ଲୋକମାନଙ୍କୁ ଧ୍ୱଂସ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ କି ଇଦୋମରୁ ଜ୍ଞାନୀମାନଙ୍କୁ ଓ ଏଷୌର ପର୍ବତରୁ ବୁଦ୍ଧି ବିନଷ୍ଟ କରିବା ନାହିଁ?