Obadiah 1:9 — Compare Translations
5 translations compared side by side
Odia - 1840
"ତୈମନ, ତୁମ୍ଭର ଶକ୍ତିଶାଳୀ ଲୋକମାନେ ଭୟଭୀତ ହବେେ। ଏଷୌ ପର୍ବତର ସମସ୍ତ ଲୋକ ଧ୍ବଂସ ପାଇବେ। ଅନକେ ଲୋକ ନିହତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ତୈମନ୍, ଏଷୌର ପର୍ବତରୁ ହତ୍ୟା ଦ୍ଵାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍ବିଗ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୈମନ, ତୁମ୍ଭର ଶକ୍ତିଶାଳୀ ଲୋକମାନେ ଭୟଭୀତ ହେବେ। ଏଷୌ ପର୍ବତର ସମସ୍ତ ଲୋକ ଧ୍ୱଂସ ପାଇବେ। ଅନେକ ଲୋକ ନିହତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ତୈମନ୍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍ବିଗ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ତୈମନ୍, ଏଷୌର ପର୍ବତରୁ ହତ୍ୟା ଦ୍ୱାରା ଯେପରି ପ୍ରତ୍ୟେକ ଜଣ ଉଚ୍ଛିନ୍ନ ହେବେ, ଏହି ଅଭିପ୍ରାୟରେ ତୁମ୍ଭର ବୀରଗଣ ଉଦ୍ବିଗ୍ନ ହେବେ।