Philemon 1:10 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଏପରି ବନ୍ଧନ ଅବସ୍ଥାରେ ମୋʼଠାରୁ ଜାତ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ମୁଁ ବିନୟ ପୂର୍ବକ ଏହା କହୁଛି। ଏହି ବନ୍ଦୀ ଅବସ୍ଥାରେ ମୁଁ ଯାହାଙ୍କୁ ଖ୍ରୀଷ୍ଟଙ୍କ ଯୋଗୁଁ ନିଜ ପୁତ୍ର ସ୍ୱରୂପେ ପାଇଛି, ସେହି ଅନୀସିମସ୍ ପାଇଁ ମୋର ଏହି ଅନୁରୋଧ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
Odia IRV 2017 (ଓଡିଆ ବାଇବେଲ)
ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି:
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ತನ್ನಾ, ಜೊಡುನ್ ಘೆಟಲ್ಲ್ಯಾ ಮಾಜ್ಯಾ ಲೆಕಾ ಸಾರ್ಕ್ಯಾ ಓನೆಜಿಮಸಾಚ್ಯಾಸಾಟ್ನಿ ಮಿಯಾ ವಿನಂತಿ ಕರ್ತಾ.