Philemon 1:13 — Compare Translations

7 translations compared side by side

Odia - 1840
"ମୁଁ ବନ୍ଦୀ ଗୃହ ରେ ଥିବା ସମୟରେ ମାେତେ ସୁସମାଚାର ପାଇଁ ସାହାୟ୍ଯ କରିବ ବୋଲି ତାହାକୁ ମାେ ସହିତ ରଖିବାକୁ ଚାହୁଁଥିଲି। ମାେତେ ସାହାୟ୍ଯ କରିବା ଦ୍ବାରା ସେ ତୁମ୍ଭର ସବୋ କରିଥାଆନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରିବା ହେତୁ ମୁଁ ଏ ବନ୍ଦୀଶାଳାରେ ରହିଛି। ଏଠାରେ ଥିବା ଯାଏ ତୁମ ପରିବର୍ତ୍ତେ ତାକୁ ମୋ’ କାର୍ଯ୍ୟରେ ଲଗାଇବାକୁ ମୋର ଇଚ୍ଛା ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବନ୍ଦୀ ଗୃହରେ ଥିବା ସମୟରେ ମୋତେ ସୁସମାଗ୍ଭର ପାଇଁ ସାହାଯ୍ୟ କରିବ ବୋଲି ତାହାକୁ ମୋ’ ସହିତ ରଖିବାକୁ ଗ୍ଭହୁଁଥିଲି। ମୋତେ ସାହାଯ୍ୟ କରିବା ଦ୍ୱାରା ସେ ତୁମ୍ଭର ସେବା କରିଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,
Odia IRV 2017 (ଓଡିଆ ବାଇବେଲ)
ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬರ್ಯಾ ಖಬರೆಸಾಟ್ನಿ ಮಿಯಾ ಬಂಧಿಖಾನ್ಯಾತ್ ರ್‍ಹಾತಾನಾ, ತುಜ್ಯಾ ಜಾಗ್ಯಾರ್ ತೆಕಾ ಮಾಜ್ಯಾ ವಾಂಗ್ಡಾ ಥವ್ನ್ ಘೆವ್ಚೆ ಮನುನ್ ಮಿಯಾ ಚಿಂತಲ್ಲೊ,