Philemon 1:14 — Compare Translations
7 translations compared side by side
Odia - 1840
"କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଚାରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛା ରେ ହେଉ, ମାରେ ବାଧ୍ଯ ବାଧ୍ଯକତା ରେ ନ ହେଉ ବୋଲି ମୁଁ ଚା ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବଳାତ୍କାରରେ କଲା ପରି ନ ହୋଇ ସ୍ଵଚ୍ଛନ୍ଦ ମନରେ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏ ବିଷୟରେ ମୋତେ ସାହାଯ୍ୟ କରିବା ପାଇଁ ତୁମକୁ ବାଧ୍ୟ କରିବି ନାହିଁ - ବରଂ ସ୍ୱେଚ୍ଛାରେ ତୁମେ ତାହା କରିପାର। ସେ ଯାହାହେଉ, ତୁମ ସମ୍ମତି ବିନା ମୁଁ କିଛି କରିବାକୁ ଚାହେଁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଗ୍ଭରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛାରେ ହେଉ, ମୋର ବାଧ୍ୟ ବାଧକତାରେ ନ ହେଉ ବୋଲି ମୁଁ ଗ୍ଭହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲା ପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲାପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಜಿ ಪರವಾನ್ಗಿ ನಸ್ತಾನಾ ಮಾಕಾ ತಸೆ ಕರ್ತಲೆ ಬರೆ ದಿಸುಕ್ನಾ, ತಿಯಾ ಖುಶಿನ್ ಕರ್ತಲಿ ಮಜತ್ ಜಬರದಸ್ತಿನ್ ಕರುನ್ ಘೆವ್ಕ್ ಮಾಕಾ ನಕ್ಕೊ ಹೊತ್ತೆ.