Philemon 1:15 — Compare Translations
7 translations compared side by side
Odia - 1840
"ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ଵରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ଵରୂପେ ଚିରକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ହୁଏତ ଚିରଦିନ ତୁମର ହୋଇ ରହିବ ବୋଲି, ଅନୀସିମସ୍ କିଛି ଦିନ ତୁମକୁ ଛାଡ଼ି ଚାଲି ଯାଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଅନୀସିମ କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପାରେ ଯଦ୍ଦ୍ୱାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହୋଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହୋଇପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;
Odia IRV 2017 (ଓଡିଆ ବାଇବେଲ)
କାରଣ ହୋଇ ପାରେ, ଯେପରି ତୁମ୍ଭେ ତାହାକୁ ଆଉ ଦାସ ସ୍ୱରୂପେ ନ ପାଇ ବରଂ ଦାସଠାରୁ ଶ୍ରେଷ୍ଠ, ଅର୍ଥାତ୍, ଜଣେ ପ୍ରିୟ ଭ୍ରାତା ସ୍ୱରୂପେ ଅନନ୍ତକାଳ ପାଇ ପାର, ଏଥିପାଇଁ ସେ କିଛି କାଳ ନିମନ୍ତେ ତୁମ୍ଭଠାରୁ ଅନ୍ତର ହୋଇଥିଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಎಳಾರ್ ತೊ ಚುಕುನ್ ಪಡ್ಲೊ, ಖರೆ ಹೆ ಸಗ್ಳೆ, ತೊ ಮಾಜ್ಯಾ ಅನಿ ತುಜ್ಯಾ ವಾಂಗ್ಡಾ ಅತ್ತಾ ಹಮೆಶಾ ರ್ಹಾವಸಾಟ್ನಿ ಮನುನ್ ತುಜ್ಯಾ ವಿರೊದ್ ಚುಕುನ್ ಪಡಲ್ಲೊ ಅಸಿಲ್.