Philemon 1:2 — Compare Translations

7 translations compared side by side

Odia - 1840
"ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମାନେ, ଆମ୍ଭର ଭଉଣୀ ଆପ୍ପିଯା, ସାଥି ସୈନିକ ଆଖିପ୍ପ, ଓ ତୁମ୍ଭ ଘରଠା ରେ ଏକତ୍ରୀତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭଗ୍ନୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଗୃହରେ ସମବେତ ହେଉଥିବା ଉପାସକ ମଣ୍ଡଳୀ, ଭଗିନୀ ଅପ୍ପିୟା ଓ ଖ୍ରୀଷ୍ଟଧର୍ମ ସଂଗ୍ରାମରେ ଆମ୍ଭମାନଙ୍କର ସହଯୋଗୀ ଅଖିପ୍ପଙ୍କ ନିକଟକୁ ପତ୍ର: -
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମୋନ, ଆମ୍ଭର ଭଉଣୀ ଆ‌ପ୍‌ପିୟା, ସାଥୀ ସୈନିକ ଆର୍ଖି‌ପ୍‌ପ, ଓ ତୁମ୍ଭ ଘରଠାରେ ଏକତ୍ରିତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭଉଣୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ-ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭଗ୍ନୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ- ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଲେଖୁଅଛୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮ್ಚ್ಯಾ ಘರಾತ್ ಜಮ್ತಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಅನಿ ಅಪ್ಫಿಯಾ ಅಮ್ಚ್ಯಾ ಭೆನಿಕ್,ಅನಿ ಅಮ್ಚ್ಯಾ ವಾಂಗುಡ್ಚ್ಯಾ ಸೈನಿಕಾಕ್ ಅರ್ಕಿಪ್ಪಾಕ್ ಲಿವ್ತಲೆ.