Philemon 1:22 — Compare Translations
7 translations compared side by side
Odia - 1840
"ମାେ ରହିବା ପାଇଁ ଗୋଟିଏ ବଖରା ମଧ୍ଯ ପ୍ରସ୍ତୁତ କର। ମୁଁ ଆଶା କରେ ଯେ ପରମେଶ୍ବର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ୟିବାକୁ ସମର୍ଥ ହାଇେ ପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ଵାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ସହିତ ମୋର ଆଉ ଏକ ଅନୁରୋଧ, ସେଠାରେ ମୋ’ ପାଇଁ ଗୋଟିଏ କୋଠରୀ ପ୍ରସ୍ତୁତ କରି ରଖ। ମୋର ବିଶ୍ୱାସ, ତୁମ ପ୍ରାର୍ଥନା ଫଳରେ ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ରହିବା ପାଇଁ ଗୋଟିଏ ବଖରା ମଧ୍ୟ ପ୍ରସ୍ତୁତ କର। ମୁଁ ଆଶାକରେ ଯେ ପରମେଶ୍ୱର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ଯିବାକୁ ସମର୍ଥ ହୋଇ ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಅನಿಎಕ್ ಉಪ್ಕಾರ್ಬಿ ಮಿಯಾ ತುಜೆಕ್ಡೆ ಮಾಗ್ತಾ ಮಾಕಾ ರ್ಹಾವ್ನ್ ಎಕ್ ಜಾಗೊ ತಯಾರ್ ಕರುನ್ ಥವ್; ತುಜ್ಯಾ ಮಾಗ್ನಿ ವೈನಾ ದೆವ್ ಮಾಕಾ ಸುಟ್ಕಾ ದಿವ್ನ್ ತುಮ್ಚೆಕ್ಡೆ ಘೆವ್ನ್ ಯೆತಾ ಮನುನ್ ಮಿಯಾ ಬರೊಸೊ ಕರ್ತಾ.