Philemon 1:23 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମାରେ ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ,, ଦୀମା ଓ ଲୂକଜ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୋ’ ସହିତ କାରାବରଣ କରୁଥିବା ଏପାଫ୍ରା ଓ ମୋର ସହକର୍ମୀ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ତୁମକୁ ନମସ୍କାର ଜଣାଉଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଶେଷ ଅଭିନନ୍ଦନ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମୋର ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟ ଯୀଶୁଙ୍କ ହେତୁ ମୋହର ସହବନ୍ଦୀ ଏପାଫ୍ରା ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾ ಜೆಜುಸಾಟ್ನಿ ಮಾಜ್ಯಾ ವಾಂಗ್ಡಾ ಬಂಧಿಖಾನ್ಯಾತ್ ಅಸಲ್ಲೊ ಎಪಾಪ್ರಾಸ್ ತುಕಾ ನಮಸ್ತೆ ಮನುಕ್ ಲಾಗ್ಲಾ.