Philemon 1:24 — Compare Translations
6 translations compared side by side
Odia - 1840
"ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ଯ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ୟ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ । ଆମେନ୍ |
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಮಾಜೆ ವಾಂಗ್ಡಿ ಮಾರ್ಕ್, ಅರಸ್ತಾರ್ಖ್, ದೆಮಸ್ ಅನಿ ಲುಕ್ ತುಕಾ ನಮಸ್ಕಾರ್ ಧಾಡ್ತಾತ್.