Philemon 1:25 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।"
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟରେ ରହୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚಿ ಕುರ್ಪಾ ಅನಿ ಶಾಂತಿ ತುಜ್ಯಾ ಆತ್ಮ್ಯಾಚ್ಯಾ ವಾಂಗ್ಡಾ ರ್ಹಾಂವ್ದಿತ್.