Philemon 1:4 — Compare Translations

7 translations compared side by side

Odia - 1840
"ମାେ ପ୍ରାର୍ଥନାମାନଙ୍କ ରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ଯୀଶୁ ଓ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ଓ ବିଶ୍ଵାସ ବିଷୟ ଶୁଣି
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ଥର ମୁଁ ପ୍ରାର୍ଥନା କରିବା ବେଳେ ତୁମକୁ ସ୍ମରଣ କରି ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ,
Odia Bible ERV 2004 (ପବିତ୍ର ବାଇବଲ)
ଫିଲୀମୋନଙ୍କ ପ୍ରେମ ଓ ବିଶ୍ୱାସ ମୋ’ ପ୍ରାର୍ଥନାମାନଙ୍କରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ବିଷୟ ଶୁଣି
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ଯୀଶୁ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ଓ ବିଶ୍ୱାସ ବିଷୟ ଶୁଣି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾ ಫಿಲೆಮೊನಾ, ಹರಿಎಗ್ದಾ ಮಾಗ್ನಿ ಕರ್ತಾನಾ, ಮಿಯಾ ತುಜಿ ಯಾದ್ ಕರ್ತಾ ಅನಿ ದೆವಾಕ್ ಧನ್ಯವಾದ್ ದಿತಾ.