Philemon 1:5 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ସମସ୍ତ ପବିତ୍ ରେଲାକମାନଙ୍କ ପ୍ରତି ତୁମ୍ଭର ପ୍ ରମେ ଓ ପ୍ରଭୁ ଯୀଶୁଙ୍କଠା ରେ ତୁମ୍ଭର ବିଶ୍ବାସ ବିଷୟ ରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସହେି ପ୍ ରମେ ଓ ବିଶ୍ବାସ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୁଁ ଶୁଣିଛି, ପ୍ରଭୁ ଯୀଶୁଙ୍କଠାରେ ତୁମର କେଡ଼େ ବିଶ୍ୱାସ ଓ ଈଶ୍ୱରପରାୟଣ ଲୋକମାନଙ୍କ ପ୍ରତି ତୁମର କେତେ ପ୍ରେମ!
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
Odia IRV 2017 (ଓଡିଆ ବାଇବେଲ)
ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ದೆವಾಚ್ಯಾ ಲೊಕಾಂಚ್ಯಾ ವರ್ತಿ ತಿಯಾ ಥವಲ್ಲ್ಯಾ ಪ್ರೆಮಾಚ್ಯಾ ಅನಿ ಧನಿಯಾ ಜೆಜು ವರ್ತಿ ತಿಯಾ ಥವಲ್ಲ್ಯಾ ವಿಶ್ವಾಸಾಚ್ಯಾ ವಿಶಯಾತ್ ಮಿಯಾ ಆಯಿಕ್ಲಾ.