Philemon 1:6 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କଠା ରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ବାସର ସହଭାଗିତା ତୁମ୍ଭକୁ ସାହାୟ୍ଯ କରିବ ବୋଲି ମୁଁ ପ୍ରାର୍ଥନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭ ବିଶ୍ଵାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ଵନ୍ଧୀୟ ଜ୍ଞାନ ଦ୍ଵାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତହେବା ଦ୍ୱାରା ଆମେ ଜୀବନରେ ଯେଉଁ ସମସ୍ତ ଆଶୀର୍ବାଦ ପାଇଛୁ, ଖ୍ରୀଷ୍ଟବିଶ୍ୱାସୀ ଭାବରେ ତୁମ ସହିତ ଆମର ସାହସଚର୍ଯ୍ୟ ସେ ସବୁର ଗଭୀର ତାତ୍ପର୍ଯ୍ୟ ବୁଝିବା ପାଇଁ ତୁମକୁ ସାହାଯ୍ୟ କରୁ ଏହା ମୋର ପ୍ରାର୍ଥନା।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦିଆଯାଇଥିବା ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭ ବିଶ୍ୱାସର ସହଭାଗିତା, ଆମ୍ଭମାନଙ୍କୁ ଦତ୍ତ ସମସ୍ତ ଉତ୍ତମ ବିଷୟ ସମ୍ବନ୍ଧୀୟ ଜ୍ଞାନ ଦ୍ୱାରା ଖ୍ରୀଷ୍ଟଙ୍କ ପକ୍ଷରେ କାର୍ଯ୍ୟସାଧକ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚ್ಯಾ ವೈನಾ ಅಮ್ಕಾ ಗಾವಲ್ಲ್ಯಾ ಆಶಿರ್ವಾದಾಚ್ಯಾ ವಿಶಯಾತ್ ತುಕಾ ಸಗ್ಳೆ ಗೊತ್ತ್ ರ್ಹಾವ್ನ್, ಕ್ರಿಸ್ತಾಚ್ಯಾ ವಿಶ್ವಾಸಾತ್ ತುಕಾ ಅಸಲ್ಲೊ ಎಕ್ವಟ್ಟ್. ಕ್ರಿಸ್ತಾಕ್ ಜಾಸ್ತಿಚಿ ಮಹಿಮಾ ಹೊಯ್ ಸಾರ್ಕೆ ಕರುಂದಿತ್ ಮನುನ್ ಮಿಯಾ ಮಾಗ್ತಾ.