Philemon 1:7 — Compare Translations

7 translations compared side by side

Odia - 1840
"ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ଭାଇ, ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରିୟ ଭାଇ, ତୁମର ସ୍ନେହ ମୋତେ ଅଶେଷ ଆନନ୍ଦ ଦେଇଛି ଓ ଉତ୍ସାହିତ ମଧ୍ୟ କରିଛି; କାରଣ ତୁମେ ପ୍ରଭୁଙ୍କ ଲୋକମାନଙ୍କ ହୃଦୟରେ ଆନନ୍ଦ ଭରି ଦେଇଛ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଭାଇ ପରମେଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ରେମଭାବ ଦେଖାଇଛ, ସେମାନଙ୍କୁ ତୁମ୍ଭେ ଖୁସୀ କରିଛ। ଏହା ମୋତେ ବହୁତ ଆନନ୍ଦ ଓ ଆଶ୍ୱାସନା ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪ್ರಿತಿಚ್ಯಾ ಭಾವಾ, ತುಜೊ ಪ್ರೆಮ್ ಮಾಕಾ ಲೈ ಕುಶಿ ಅನಿ ಉತ್ತೆಜನ್ ದಿತಾ; ತಿಯಾ ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಂಚಿ ಮನಾ ತಾಜಿ ಹೊಯ್ ಸಾರ್ಕೆ ಕರ್‍ಲೆ.