Philemon 1:8 — Compare Translations
7 translations compared side by side
Odia - 1840
"କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଯାହା ଉପଯୁକ୍ତ, ସେ ସମ୍ଵନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏଣୁ ତୁମର ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପେ ତୁମର କର୍ତ୍ତବ୍ୟ ବିଷୟରେ ନିର୍ଦ୍ଦେଶ ଦେବାକୁ ମୋର ସାହସ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଅନୀସିମକୁ ଭାଇ ଭଳି ସ୍ୱୀକାର କର କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସତ୍କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
Odia IRV 2017 (ଓଡିଆ ବାଇବେଲ)
ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರನಾಕ್ ಲಾಗುನ್ ಕ್ರಿಸ್ತಾಚ್ಯಾ ವೈನಾ ಕರುಚೆ ಮನುನ್ ಹೊತ್ತೆ ಕಾಮ್ ಧೈರ್ಯಾನ್ ಸಾಂಗುಕ್ ಮಾಕಾ ಹಕ್ಕ್ ಹೊತ್ತೊ,